ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ । ଯାଜପୁରରୁ ୪ ଓ ଭଦ୍ରକରୁ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ ବୃଦ୍ଧି ହୋଇଥିବା ବେଳେ ଭ୍ରଦକରେ ୨୧କୁ ବୃଦ୍ଧି ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଂଚିଛି । ସେଥିମଧ୍ୟରୁ ୧୦୮ଟି ଆକ୍ଟିଭ କେସ୍ ରହିଛି । ୬୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କ ମୃତ୍ୟୁ ହୋଇଛି।
BREAKING NEWS
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
Comments are closed.