ଭୁୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ପଜିଟିଭ ଚିହ୍ନଟ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।
One more #COVID19 positive case reported in Odisha. The total number of positive cases in the state is now at 170, including 109 active cases, 60 recovered cases & 1 death: State Health Department pic.twitter.com/kJDvaPNGwh
— ANI (@ANI) May 5, 2020
ଏଥିସହ ଗଞ୍ଜାମରେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି ।
ଯାହାମଧ୍ୟରୁ ୧୦୯ଟି ସକ୍ରିୟ ମାମଲା ରହିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.