Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଜଣେ କରୋନା ପଜିଟିଭ ।

ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ବାଲେଶ୍ୱରର ବୋଲି ଜଣାପଡିଛି । ଚିକିତ୍ସା ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ୬୧ ଜଣ ଚିକିତ୍ସା ପରେ କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି ।

Comments are closed.