କଟକ: ସାମୁଦ୍ରିକ ଝଡ ତଥା ମହାବାତ୍ୟା ‘ଅମ୍ଫାନ’ ପ୍ରଭାବ ପୁରା ଉତ୍ତର ଓଡ଼ିଶାରେ ପଡିଛି । ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ସାଙ୍ଗକୁ ପବନ ଲାଗି ରହିଛି । ଫଳରେ ଅଧିକ ପବନ ବହିବା ଯୋଗୁଁ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ହୋଇଛି ।
କଟକ ସହରରେ ମଧ୍ୟ ବାତ୍ୟା ଅମ୍ଫାନର ପ୍ରଭାବ ପଡିଛି । ଏଠାରେ ବର୍ଷା ଓ ଜୋର୍ରେ ପବନ ଯୋଗୁଁ ବିଭିନ୍ନ ବଡ ବଡ ଗଛ ଉପୁଡି ପଡିଛି । ଫଳରେ ରାସ୍ତାରେ ଅବରୋଧ ହୋଇଛି । ଓଡ୍ରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ତୁରନ୍ତ ଉପୁଡି ପଡିଥିବା ଗଛକୁ କାଟି ରାସ୍ତାରୁ ସଫା କରିଛନ୍ତି ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.