Latest Odisha News

BREAKING NEWS

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୬ କରୋନା ପଜିଟିଭ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୫୬ କରୋନା ପଜିଟିଭ ।
ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୦୩ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.