Latest Odisha News

BREAKING NEWS

ପରିବାରର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ବିଟିଏମ୍ ଥାନା ଅନ୍ତର୍ଗତ ଲହଣ୍ଡାବୁଡାରେ ସୋମବାର ରାତିରେ ଫିନାଇଲ୍ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ପରିବାରର ୫ ଜଣ ସଦସ୍ୟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପଡୋଶୀଙ୍କ ସହାୟତାରେ ପୋଲିସ ଜଣେ ମହିଳା, ତାଙ୍କ ପୁଅ ଏବଂ ତିନି ଝିଅଙ୍କୁ ଉଦ୍ଧାର କରି ଝାରସୁଗୁଡା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ତାଙ୍କ ଅବସ୍ଥା ବିଗିଡିବାରୁ ଜଣେ ଝିଅକୁ ବୁର୍ଲାସ୍ଥିତ ଭିମସାରକୁ ସ୍ଥାନାନ୍ତର କରାଯାଇଥିଲା।

Comments are closed.