ଭୁବନେଶ୍ୱର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଓଡ଼ିଶା ଛଇଁବ ମୌସୁମୀ । ଯାହାର ପ୍ରଭାବରେ ଚଳିତବର୍ଷ ବର୍ଷାରେ ଭିଜିବ ରଜ । ମାତ୍ର ମୌସୁମୀ ପୂର୍ବରୁ ଲଘୁଚାପ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଲଘୁଚାପରେ ପରିଣତ ହୋଇଛି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ମିଳିଛି।
ଏହାର ପ୍ରଭାବରେ ଆସନ୍ତା ଜୁନ ୧୨ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହାକୁ ଦୃଷ୍ଟିରେ ରଖି ୮ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
BREAKING NEWS
- ଜାତିସଂଘ ଉପରେ ବିଶ୍ୱାସ ଅଛି, ଟ୍ରମ୍ପଙ୍କ ଶାନ୍ତି ବୋର୍ଡ ଦରକାର ନାହିଁ: ସ୍ପେନ
- ରାଉରକେଲା ବିମାନ ଦୁର୍ଘଟଣା: ପାଇଲଟ ତରୁଣ ଶ୍ରୀବାସ୍ତବ ସୁସ୍ଥ ହୋଇ ଫେରିଲେ
- ସୁଯୋଗ ହାତଛଡା କରୁଛନ୍ତି ସଞ୍ଜୁ ସାମସନ
- ‘Border 2’ ରିଲିଜ ପରେ ମନକଥା କହିଲେ ଦିଲଜିତ୍…
- ଫିଟ ଅଛନ୍ତି ତ ବୁମରାହ, ଚିନ୍ତା ବଢ଼ାଇଲା
- Maoists Surrender: ୪୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ୯ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
- ବିଜେଡି ଛାଡ଼ି ବିଜେପିରେ ମିଶିଲେ ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ କାଉନ୍ସିଲର
- ଧାନ ସଂଗ୍ରହରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାଗୁଡ଼ିକ ବହୁତ ପଛରେ: ବିଜେଡି
- ଦୁନିଆରେ ମାନବ ସମାଜ ଠାରୁ ଅଧିକ ହେବ ରୋବୋଟ ସଂଖ୍ୟା..
- ବାଂଲାଦେଶ ବିପକ୍ଷରେ ଆଇସିସି ନେଇପାରେ କଠୋର କାର୍ଯ୍ୟାନୁଷ୍ଠାନ
Comments are closed.