ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ଢେଙ୍କାନାଳ ଓ କଟକର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି ।
ଅନ୍ୟପଟେ ଯାଜପୁର, କେନ୍ଦୁଝର, ଜଗତସିଂହପୁର, ଗଂଜାମ,ଗଜପତି, ବାଲେଶ୍ଵର, ଭଦ୍ରକ, ପୁରୀ ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ମଧ୍ୟାହ୍ନ ୧୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
BREAKING NEWS
- UPI ଛାଡି ନଗଦ ମୁହାଁ ଲୋକେ? ଚାର୍ଜ ଲାଗିବା ଖବର ପରେ ସର୍ଭେରେ ବଡ ଖୁଲାସା, କ୍ୟାସ୍-କାର୍ଡକୁ ଫେରିବେ ୭୬%!
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ

Comments are closed.