ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ଶୁକ୍ରବାର ପ୍ରାୟ ୧୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା ।
ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା ଓ ଅନୁଗୁଳର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ମିଳିଛି ।
ଅନ୍ୟପଟେ ଗଞ୍ଜାମ, ଗଜପତି, କେନ୍ଦ୍ରାପଡା,ଜଗତସିଂହପୁର, ବାଲେଶ୍ଵର, ସମ୍ବଲପୁର, ପୁରୀ, ସୁନ୍ଦରଗଡ, ବରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୨ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।
BREAKING NEWS
- ୱେଷ୍ଟଇଣ୍ଡିଜ୍ ସିରିଜ୍: ୱାଶିଂଟନ୍ ସୁନ୍ଦରଙ୍କୁ ନେଇ ଲକ୍ଷ୍ମଣ, ଗମ୍ଭୀର ଓ ଗିଲ୍ଙ୍କ ମଧ୍ୟରେ ମତଭେଦ
- Statewide ‘Daman’ Drive:୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ;ଅପରାଧୀଙ୍କ ଉପରେ ନଜର…
- PM Modi flags climate inequality:ବିକଶିତ ଦେଶଗୁଡ଼ିକରେ କାର୍ବନ୍ ନିର୍ଗମନ ଭାରତ ତୁଳନାରେ ଛଅ ଗୁଣ ଅଧିକ: ପ୍ରଧାନମନ୍ତ୍ରୀ ମୋଦୀ
- ଅଗରକର ଦେଲେ ଇସ୍ତଫା ପତ୍ର: ଚିଫ୍ ସିଲେକ୍ଟର ପଦରୁ ଓହରିବାକୁ ନେଇଛନ୍ତି ନିଷ୍ପତ୍ତି
- ପୁଣି ଡରାଉଛି ପାଣିପାଗ: ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ୨୨ ତାରିଖରୁ ବଢ଼ିବ ବର୍ଷାର ପରିମାଣ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ହ୍ୱାଟ୍ସଆପ୍ରେ ଘୂରି ବୁଲିଲା ଇଂରାଜୀ ପ୍ରଶ୍ନପତ୍ର: ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ବଡ଼ ନିଷ୍ପତ୍ତି, ପରୀକ୍ଷା ଘୁଞ୍ଚିଲା
- ମାତ୍ରାଧିକ ଚା’ ପିଉଥିଲେ ସାବଧାନ! ଗଳା କର୍କଟର ଆଶଙ୍କା ବଢ଼ିପାରେ ବୋଲି ସତର୍କ କଲେ ବୈଜ୍ଞାନିକ
- ଗୋପାଳପୁର ଡପଲର ରାଡାର ପୁଣି ଅଚଳ: ୨୨ ସେପ୍ଟେମ୍ବର ସୁଦ୍ଧା କାର୍ଯ୍ୟକ୍ଷମ ହେବା ନେଇ ଆଶା
- ୨୦ତମ ଏସୀୟ କ୍ରୀଡ଼ାର ଶୁଭାରମ୍ଭ: ମନୁ ଭାକର, ପୱନ ସେହରାୱତ କଲେ ଭାରତୀୟ ଦଳର ନେତୃତ୍ବ
- କାରରେ କ୍ଷମତାଠାରୁ ଅଧିକ ଯାତ୍ରୀ ବସାଉଛନ୍ତି କି? ସାବଧାନ, କଟିବ ମୋଟା ଅଙ୍କର ଚାଲାଣ

Comments are closed.