ଭୁବନେଶ୍ୱର: ଖାଉଟିଙ୍କ ଉପରେ ଚାବୁକ ମାଡ଼। ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୯ମ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୭୬ ପଇସା ଓ ୭୨ ପଇସା ବୃଦ୍ଧି ପାଇଛି। ଭୁବନେଶ୍ୱରରେ ତୈଳ ଦର ୬୩ ପଇସା ବୃଦ୍ଧି ପାଇଛି । ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି।
ଲଗାତାର ୮୨ ଦିନ ଦର ସ୍ଥିର ରହିବା ପରେ ଗତ ରବିବାର ଦିନ ପ୍ରଥମ ଥର ପାଇଁ ତୈଳ ଦର ବୃଦ୍ଧି କରାଯାଇଥିଲା। ୯ ଦିନ ଭିତରେ ତୈଳ ଦର ୫ ଟଙ୍କା ବୃଦ୍ଧି ପାଇଥିବା ରିପୋର୍ଟରେ ପ୍ରକାଶ।
ଆଜିର ତୈଳ ଦର ବୃଦ୍ଧି ଫଳରେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭୬ ଏବଂ ଡିଜେଲ ୭୨ ଟଙ୍କା ହୋଇଯାଇଛି ।
BREAKING NEWS
- Festive Season ପୂର୍ବରୁ ମହଙ୍ଗା ହୋଇପାରେ ପୂଜା ବଜାର
- ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆଜିଠୁ ୧୫ଦିନ ପିତୃପକ୍ଷ , ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଆରମ୍ଭ
- India’s Richest Actors: କମିଲା କିଙ୍ଗ୍ ଖାନଙ୍କ ସମ୍ପତ୍ତି, ତଥାପି ୧୦ କୋଟିର ମାଲିକ! ଜାଣନ୍ତୁ ଭାରତର ନମ୍ବର-୧ ଧନୀ ଅଭିନେତା କିଏ?
- ସାଉଥଆଫ୍ରିକାରେ ଫୁଟିଲା ଗୁଳି, ୨୭ ମୃତ, ୧୫ରୁ ଅଧିକ ଆହତ
- The Paradise: ୩ ଦିନରେ ୧୧୯ କୋଟି ପାର୍! ବକ୍ସ ଅଫିସ୍ରେ ଧମାଲ କରୁଛି ନାନୀଙ୍କ ‘ଦ ପାରାଡାଇଜ୍’
- ସୋସିଆଲ ମିଡିଆରେ ଦୁଷ୍କର୍ମ ଗୁଜବ, LPU କ୍ୟାମ୍ପସରେ ଭଙ୍ଗାରୁଜା, ରାଜପଥ ଅବରୋଧ
- ଭୁବନେଶ୍ୱରରୁ ବ୍ରହ୍ମପୁର; ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ ସ୍ଥାନରେ ଭିଜିଲାନ୍ସ ରେଡ୍
- Mann Ki Baat: ‘ମନ କି ବାତ୍’ରେ ସର୍ଜିକାଲ୍ ଷ୍ଟ୍ରାଇକ୍କୁ ମନେ ପକାଇଲେ ପିଏମ୍ ମୋଦୀ, କହିଲେ, ‘ଆତଙ୍କବାଦକୁ ଭାରତ ବରଦାସ୍ତ କରେନାହିଁ’
- Party Switch: ୧୧୧ ସାଂସଦ-ବିଧାୟକ ବଦଳାଇଛନ୍ତି ଦଳ, ବିଜେପିରେ ୨୯ ଜଣ…ଜାଣନ୍ତୁ ସବୁଠୁ ବେଶୀ କେଉଁ ଦଳ ଛାଡିଛନ୍ତି ନେତା?

Comments are closed.