ରେଢାଖୋଲ: ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ତଲିମାଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ନାବାଳକ ଟାଙ୍ଗିଆ ଚୋଟରେ ପ୍ରାଣ ହରାଇଛି ତାର ସମ୍ପର୍କୀୟ ଭାଇ ।
ମିଳିଥିବା ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଏହି ନାବାଳକ ଜଣଙ୍କ ନିଜର ୨୮ ବର୍ଷୀୟ ସଂପର୍କୀୟ ଭାଇ ବିଳାସନ ମୁଣ୍ଡାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି।ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି । ଏହି ଘଟଣା ପରେ ସଂପୃକ୍ତ ନାବାଳକ ଫେରାର ହୋଇଯାଇଥିବା ସୂଚନା ମିଳିଛି । ଯୁଯୁମରା ପୁଲିସ୍ ଓ ରେଢ଼ାଖୋଲ୍ ଏସ୍ଡିପିଓ ଘଟଣାସ୍ଥଳରେ ପହଞ୍ଚି ଏହି ଘଟଣାର ତଦନ୍ତ କରିଛନ୍ତି ।
BREAKING NEWS
- ଏସିଆନ୍ ଗେମ୍ସରେ ଗୁଲବୀରଙ୍କ ଐତିହାସିକ ସଫଳତା: ୩ ଦିନରେ ଜିତିଲେ ୩ଟି ମେଡାଲ
- Asian Games 2026: ସୁଟିଂରେ ସୁନା ଜିତିଲେ ନୀରୁ
- OSSTET ଗୁଜବକୁ ନେଇ BSEର ଖଣ୍ଡନ, ୩୦ରେ ହେବ ପରୀକ୍ଷା
- CEC’s removal: ଦୁଇ ନିର୍ବାଚନ କମିଶନରଙ୍କୁ କ’ଣ ପଦରୁ ହଟାଇପାରିବେ CEC ଜ୍ଞାନେଶ କୁମାର? ତାଙ୍କୁ ହଟାଇବା ପାଇଁ ବି କ’ଣ ରହିଛି ନିୟମ?
- Drishyam: The Conclusion Craze, ପ୍ରି-ଟିକେଟ୍ ବିକ୍ରିରେ ରେକର୍ଡ
- IT to Auto Rider: ଆଇଟି ଚାକିରି ଛାଡ଼ି ଯୁବତୀ ଚଲାଇଲେ ରାପିଡୋ ଅଟୋ, କହିଲେ, ‘ମିଳୁଛି ଅଧିକ ରୋଜଗାର, ଅଛି ସ୍ବାଧୀନତା…’
- ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ ଡାକରା ଦେଲା ‘ଇଣ୍ଡିଆ’ ମେଣ୍ଟ
- Paris Fashion Week: ବ୍ଲାକ୍ ଭେଲଭେଟ୍ ଗାଉନରେ ଐଶ୍
- Revanth Reddy’s Remarks: ‘ଶିବ ଗରିବଙ୍କ ଭଗବାନ, ରାମ ଧନୀଙ୍କ’! ମୁଖ୍ୟମନ୍ତ୍ରୀଙ୍କ ଏମିତି ମନ୍ତବ୍ୟକୁ ନେଇ ବିବାଦ, ବିଜେପିର ପାଲଟା ଜବାବ
- FBIର ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ନାଁ

Comments are closed.