ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଗୁରୁବାର ଦିନ ଆଉ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ଆଜି ଚିହ୍ନଟ ୫୬ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୧୩ ଜଣ କରୋନା ଯୋଦ୍ଧା । ସମସ୍ତ ଆକ୍ରାନ୍ତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା । ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୬୨୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ଜିଲ୍ଲାରେ ବର୍ତ୍ତମାନ ୧୨୯ ଟି ସକ୍ରିୟ ମାମଲା ରହିଛି।
BREAKING NEWS
- Floods in Odisha:ଟ୍ରାକ୍ଟରରେ ବନ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କଲେ ଜିଲ୍ଲାପାଳ;ଭୟଭୀତ ନ ହୋଇ ଆଶ୍ରୟସ୍ଥଳୀରେ ରହିବାକୁ ପରାମର୍ଶ
- ଆସନ୍ତାକାଲି ବନ୍ଦ ରହିବ ଭଦ୍ରକ ଓ ନବରଙ୍ଗପୁରର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର
- ସ୍କୁଲରୁ ନିଖୋଜ, ପୋଲିସ ରିଜର୍ଭ ଗ୍ରାଉଣ୍ଡରୁ ମିଳିଲା ଶବ: ରାଜଧାନୀରେ ୭ ବର୍ଷର ନାବାଳିକା ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
- ଫେଲ୍ ମାରିଲା ସ୍କାମରଙ୍କ ଚାଲ୍! ଲୋକସଭାରେ ସରକାର ଦେଲେ ତଥ୍ୟ, ବ୍ଲକ୍ ହେଲା ୧୫ ଲକ୍ଷ ସିମ୍ ଓ ୩୨ ଲକ୍ଷ ବ୍ୟାଙ୍କ ଆକାଉଣ୍ଟ
- ଗଞ୍ଜେଇ ଚୋରାଚାଲାଣ କରିଥିବା ଅଭିଯୋଗରେ ୨ ଗିରଫ
- ୨୦୩୬ ବେଳକୁ ଟଙ୍କାର ମହତ୍ୱ ରହିବନି: ଏଲନ୍ ମସ୍କ
- ଦିବ୍ୟାଙ୍ଗଙ୍କୁ ପରିଚୟ ପତ୍ର ମିଳିବାରେ ଯେପରି ବିଳମ୍ବ ନହୁଏ ସେନେଇ ବିଶେଷ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ
- ପ୍ରକୃତିର ତାଣ୍ଡବ ନା ଜଳବାୟୁ ପରିବର୍ତ୍ତନର କୁପ୍ରଭାବ? ଜାଣନ୍ତୁ ଓଡ଼ିଶାରେ ରେକର୍ଡ ଭାଙ୍ଗୁଥିବା ଲଗାଣ ବର୍ଷା ପଛର ଅସଲ କାରଣ
- Asian Games 2026: ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ହକି ଦଳ ଘୋଷଣା:ଟିମରେ ଓଡ଼ିଆ ପୁଅ ଅମିତ ଓ ଶିଳାନନ୍ଦ
- ଦିନିକିଆ ର଼୍ୟାଙ୍କିଙ୍ଗ ଶୀର୍ଷରେ ଗିଲ, ୨୩୦ ସ୍ଥାନ ଉପରକୁ ଉଠିଲେ ବୈଭବ
Comments are closed.