ପୁରୀ: ରଥଯାତ୍ରା ପାଇଁ ପୁରୀ ପ୍ରଶାସନ ପ୍ରସ୍ତୁତ । ସୁପ୍ରିମକୋର୍ଟଙ୍କ ସବୁଜ ସଙ୍କେତ ମିଳିଲେ ସବୁ ବିଭାଗର ସହଯୋଗରେ ରଥଯାତ୍ରା କରିବାକୁ ପ୍ରସ୍ତୁତ । ପରିଚାଳନା କମିଟି ସହ ଆଲୋଚନା ପରେ ଏନେଇ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଓ ଜିଲ୍ଲାପାଳ ବଲୱନ୍ତ ସିଂ । ଆସନ୍ତାକାଲି ରଥଯାତ୍ରା । ଯଦି ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦିଅନ୍ତି ତେବେ ପୋଲିସ ଓ ସୁରକ୍ଷାକର୍ମୀ, ସ୍ୱାସ୍ଥ୍ୟ କର୍ମୀ ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଅଗି୍ନଶମ ବାହୀନି ଓ ବିଦ୍ୟୁତ୍ ପରିଚାଳନା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ତୁରନ୍ତ ପ୍ରସ୍ତୁତ ରହିବାକୁ କୁହାଯାଇଛି । ସମସ୍ତ ଜରୁରୀ ବିଭାଗ ମଧ୍ୟ ଏନେଇ ସମ୍ମତି ଜଣାଇଛନ୍ତି । ରଥଯାତ୍ରା ରାୟ ପୂର୍ବରୁ ପୁରୀ ପ୍ରଶାସନର ଏଭଳି ବୈଠକ ରଥଯାତ୍ରା ହେବା ନେଇ ଆଉ ଏକ ସଙ୍କେତ ଦେଉଛି ।
BREAKING NEWS
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ
- ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ
- କଡ ଲେଉଟାଉଛି କରୋନା, ମାସ୍କ ପିନ୍ଧିବାକୁ ସତର୍କ ସୂଚନା ଜାରି