ଭୁବନେଶ୍ୱର: କରୋନା କଟକଣା ଭିତରେ ପୁରୀରେ ରଥଯାତ୍ରା ହୋଇଛି । ତେବେ ଅନ୍ୟ ସବୁ ସ୍ଥାନରେ କଟକଣା ଜାରି ରହିଛି । ପୁରୀକୁ ଛାଡିଦେଲେ ଆଉ କେଉଁ ସ୍ଥାନରେ ମଧ୍ୟ ରଥ ଗଡିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତେବେ ଏହି କଟକଣା ଭିତରେ ଭୁବନେଶ୍ୱର ବାଣୀବିହାରରେ ତିଆରି ହୋଇଛି ଏକ ନିଆରା ରଥ । ଏଠାରେ ବାଲିରେ ରଥ ତିଆରି କରାଯାଇଛି ।
ବାଲି ଓ ରଙ୍ଗ ବେରଙ୍ଗର ମୁରୁଜରେ ଅତି ସୁନ୍ଦର ଭାବେ ରଥ ତିଆରି କରାଯାଇଛି । ଏହି ବାଲି ରଥରେ ବସିଛନ୍ତି ତିନି ଠାକୁର । ବଣୀବିହାର କ୍ୟାମ୍ପସ ଭିତରେ ଥିବା ଜଗନ୍ନାଥ ମନ୍ଦିରରେ ଅତି ସୁନ୍ଦର ଭାବେ ବାଲିରେ ରଥ ତିଆରି କରି ମହାପ୍ରଭୁଙ୍କ ରଥଯାତ୍ରା ପାଳନ ହୋଇଛି । ସେଠାରେ ସମସ୍ତ ନୀତିକାନ୍ତିର ସହ ଚତୁର୍ଦ୍ଧାମୂର୍ତ୍ତିଙ୍କ ପୂଜା କରାଯାଇଛି ।
BREAKING NEWS
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ

Comments are closed.