Latest Odisha News

BREAKING NEWS

କରୋନା ନେଲା ବିଧାୟକଙ୍କ ଜୀବନ

କୋଲକାତା: ପଶ୍ଚିମବଙ୍ଗର ଶାସକ ଦଳ ‘ଟିଏମସି’ ବିଧାୟକ ତମୋନାଶ ଘୋଷଙ୍କର ବୁଧବାର ଦିନ ମୃତ୍ୟୁ ହୋଇଛି । ୬୦ ବର୍ଷୀୟ ଏହି ବିଧାୟକ ଜଣଙ୍କ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି।

ଗତ ମେ ମାସରେ ତୋମନାଶ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ଏକ କୋଭିଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂତ୍ରରୁ ପ୍ରକାଶ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାୟକଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Comments are closed.