Latest Odisha News

BREAKING NEWS

ରାଜ୍ୟରେ ୪ ହଜାର ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

Leave A Reply

Your email address will not be published.