ପାରାଦୀପ: ଆଜି ପାରାଦୀପରେ ଇଣ୍ଡିଆନ ଅଏଲ (ଆଇଓସିଏଲ)ର ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର ଉଦଘାଟିତ ହେବ । ୪୩ କୋଟି ଟଙ୍କାର ଏହି ପ୍ରକଳ୍ପକୁ ଭିଡ଼ିଓ କନଫରେନ୍ସ ଜରିଆରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପ୍ରକଳ୍ପ ଦେଶର ଷଷ୍ଠ ଓ ପୂର୍ବ ଭାରତର ଦ୍ଵିତୀୟ ପ୍ରକଳ୍ପ । ଆତ୍ମନିର୍ଭର ଭାରତ ଯୋଜନା ରେ ଭଲ କପଡା ଓ ଟେକ୍ନିକାଲ ଟେକ୍ସଟାଇଲ ଭଳି ସାମଗ୍ରୀ ରେ ଭାରତକୁ ଆତ୍ମନିର୍ଭରଶୀଳ କରିବାରେ ଏହି ପ୍ରକଳ୍ପ ସାହାଯ୍ୟ କରିବ ବୋଲି କୁହାଯାଉଛି।
BREAKING NEWS
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
Comments are closed.