ନୂଆଦିଲ୍ଲୀ:ଆୟକର ଦାତାଙ୍କ ପାଇଁ ଖୁସି ଖବର। ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଦାଖଲର ସମୟସୀମା। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।। ୨୦୧୮-୧୯ ଆର୍ଥିକବର୍ଷ ନିମନ୍ତେ ଆୟକର ରିଟର୍ଣ୍ଣ (ଆଇଟିଆର୍) ଦାଖଲ ସମୟସୀମା ଜୁଲାଇ ୩୧ ଯାଏ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଅନ୍ୟପକ୍ଷରେ ସରକାର ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲ ସମୟସୀମାକୁ ଆସନ୍ତା ୩୦ ନଭେମ୍ବର ଯାଏ ବଢ଼ାଇଛନ୍ତି । ଆହୁରି ମଧ୍ୟ ସରକାର ଟିକସ ଅଡିଟ୍ ଦାଖଲ ସମୟସୀମାକୁ ଅକ୍ଟୋବର ୩୧ ଯାଏ ବୃଦ୍ଧି କରିଥିବା ସିବିଡିଟି ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ।
BREAKING NEWS
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
- Budget2026: ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
- Union Budget 2026: ଜାଣନ୍ତୁ…କ’ଣ ମହଙ୍ଗା, କ’ଣ ଶସ୍ତା?
- Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
- ବଜେଟ୍ ୨୦୨୬: ବାୟୋଫାର୍ମାକୁ ଫୋକସ, ୧୦ ହଜାର କୋଟି ଟଙ୍କା ହେବ ନିବେଶ
- ବଜେଟ୍ ୨୦୨୬-୨୭ରେ ଗରିବ, ଅସହାୟ ଏବଂ ବଞ୍ଚିତ ଶ୍ରେଣୀର ବିକାଶ ଉପରେ ଫୋକସ୍
Comments are closed.