ପୁରୀ: ନବଦିନାତ୍ମକ ଯାତ୍ରା ରେ ଶ୍ରୀଜିଉ । ବୁଧବାର ଦିନ ଶ୍ରୀଜୀଉ ଆଡ଼ପ ମଣ୍ଡପ ରେ ବିଜେ କରିବା ପରେ ଗୁରୁବାର ପ୍ରଥମ ଆଡ଼ପ ଅଭଡା ବାହାରିଥିଲା ।
ତେବେ ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ହେରାପଞ୍ଚମୀ ନୀତି ହେବାକୁ ଥିବାବେଳେ ତାହା ଆଜି ପୂର୍ବରୁ ମହାପ୍ରଭୁଙ୍କୁ ବନକ ଲାଗି ହୋଇଥାଏ ।ମଧ୍ୟାହ୍ନ ଧୂପ ଓ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଆଡ଼ପ ମଣ୍ଡପରେ ବନକ ଲାଗି ହେବ। ଦତ୍ତ ମହାପାତ୍ର ସେବକ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ନାଲି, କଳା, ଧଳା ପାରମ୍ପରିକ ରଙ୍ଗରେ ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପାଦନ କରାଯିବା ପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି।
BREAKING NEWS
- Sunetra Pawar Oath Ceremony: NDA ସରକାରରେ ଯୋଗ ଦେବେ କି ଶରଦ ପାୱାର?, ସୁନେତ୍ରାଙ୍କ ରାଜ୍ୟାଭିଷେକ ନେଇ ଦେଲେ ବଡ଼ ବୟାନ…
- ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…
- ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା
- ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…
- ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ
- ୪ ରାଜ୍ୟରେ କରୁଥିଲେ ଅନଲାଇନ ଟ୍ରେଡିଂ ଠକେଇ, ତିନି ଗିରଫ
- ରାଜ୍ୟ ସରକାର ଭୁଲ ତଥ୍ୟ ଦେଇ ବିଶ୍ୱ ବ୍ୟାଙ୍କ ଟିମ୍ ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି: ବିଜେଡି
- Joranda Mela: ଚଳଚଞ୍ଚଳ ଢେଙ୍କାନାଳ;ଆରମ୍ଭ ହେଉଛି ବିଶ୍ବ ପ୍ରସିନ୍ଧ ଯୋରନ୍ଦା ମେଳା
- Gopalpur Mahotsav: ଗଞ୍ଜାମ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି;୩୨ କୋଟିରେ ଗୋପାଳପୁର…
- ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ, କାହାରି ବି ଟୋକନ ଲାପ୍ସ ଯିବ ନାହିଁ: ମନ୍ତ୍ରୀ
Comments are closed.