ନୂଆଦିଲ୍ଲୀ: ବାତିଲ ହେଲା ସିଟିଇଟି ପରୀକ୍ଷା ।ସିବିଏସ୍ଇ ପକ୍ଷରୁ ଗୁରୁବାର ଦିନ ସମସ୍ତ ପରୀକ୍ଷା ବାତିଲ ହୋଇଥିବା ବେଳେ ଆଜି ସିଟିଇଟି ପରୀକ୍ଷାକୁ ବାତିଲ କରାଯାଇଥିବା ସୂଚନା ମିଳିଛି । କରୋନା ସଂକଟରେ ସାମାନ୍ୟ ସୁଧାର ଆସିବା ପରେ ପରୀକ୍ଷା କେବେ ହେବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି ।
ପୂର୍ବରୁ ଏହା ଜୁଲାଇ ୫ ତାରିଖରେ ସିଟିଇଟି ପରୀକ୍ଷା କରିବା ପାଇଁ ସ୍ଥିର ହୋଇଥିଲା ।
ଅନୁକୂଳ ବାତାବରଣ ହେଲେ ପରୀକ୍ଷା ତାରିଖ ଧାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ଏହା ସମ୍ପର୍କରେ ଅଧିକ ସୂଚନା ପାଇଁ ସିଟିଇଟି ୱେବସାଇଟ ଦେଖିବାକୁ ସିଟିଇଟି ନିର୍ଦେଶକ ତଥା ସିବିଏସଇ ସଚିବ ଅନୁରାଗ ତ୍ରିପାଠୀ କହିଛନ୍ତି।
BREAKING NEWS
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
- Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ
Comments are closed.