ଗୋପ: ପୁରୀ ଜିଲ୍ଲା ଗୋପ ବ୍ଲକରୁ ଚିହ୍ନଟ ହୋଇଛନ୍ତି ୨ କରୋନା ପଜିଟିଭ୍। ସେମାନଙ୍କ ମଧ୍ୟରେ ରହିଛି ଜଣେ ୧୮ମାସର ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଏହି ଶିଶୁ ଜଣଙ୍କ ନିକଟରେ ନିଜ ବାପା ମାଆଙ୍କ ସହ ଦିଲ୍ଲୀରୁ ଫେରିଥିବା ବେଳେ ବଣିଆସାହି ପଞ୍ଚାୟତରେ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିଲେ । ମା’ବାପାଙ୍କ ସହ ଶିଶୁ କନ୍ୟାର ସ୍ୱାବ୍ ଟେଷ୍ଟ ପାଇଁ ଯାଇଥିବାବେଳେ ରବିବାର ଶିଶୁ କନ୍ୟାଟିର ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା। ତୁରନ୍ତ ଏହି ଶିଶୁଟିକୁ ଭୁବନେଶ୍ୱର ସ୍ଥିତ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ପଜିଟିଭ୍ ଚିହ୍ନଟ ହେବା ପରେ ସମ୍ପୃକ୍ତ ସଙ୍ଗରୋଧ କେନ୍ଦ୍ରକୁ ଗୋପ ଅଗ୍ନିଶମ କେନ୍ଦ୍ର ତରଫରୁ ସାନିଟାଇଜ୍ କରାଯାଇଥିବା ସୂଚନା ।
BREAKING NEWS
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
Comments are closed.