ପୋଲସରା: ଗଂଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ବଢ଼ିବାରେ ଲାଗିଛି କରୋନା ପଜେଟିଭ୍ ଙ୍କ ସଂଖ୍ୟା । ଯାହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଲକ୍ ଡାଉନ୍ ଏବଂ ସଟ୍ ଡାଉନ୍ ନିୟମକୁ କଡ଼ାକଡ଼ି ଜାରି କରାଯାଇଛି । ଏପରିକି ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ ଦେଇ ସବୁ ଦୋକାନ ବନ୍ଦ ବଜାର କରିବା ଲାଗି ନିର୍ଦ୍ଦେଶନାମା ଜାରି ହୋଇଛି । ଏଭଳି ମାରାତ୍ମକ ପରିସ୍ଥିତିରେ ବଜାର ସାହିରେ ଥିବା ମିଠା ଦୋକାନୀ ରବିନ୍ଦ୍ର ସାହୁ ସରକାରଙ୍କ ନିର୍ଦ୍ଦେଶ କୁ ଖୋଲା ଖୋଲି ଉଲଘଂନ କରି ସାମାଜିକ ଦୂରତ୍ୱ କୁ ନମାନି ମିଠା ବିକ୍ରି କରୁଥିବା ପ୍ରଶାସନର ଦୃଷ୍ଟିକୁ ଆସିଥିଲା । ଏହାପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉକ୍ତ ମିଠା ଦୋକାନକୁ ସଂପୂର୍ଣ୍ଣ ସିଲ୍ କରି ଦୋକାନୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ତହସିଲଦାର ସୋହୋନ କୁମାର ବେହେରା ।
BREAKING NEWS
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
Comments are closed.