ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରା କରୁଥିବା ଅଭିଯୋଗରେ ଜଗନ୍ନାଥ ମନ୍ଦିରର ଜଣେ ପୋଲିସ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି ମୁଖ୍ୟ ପ୍ରଶାସକ। ନିଲମ୍ବିତ ଅଧିକାରୀଙ୍କ ନାମ ସୁଦର୍ଶନ ସାହୁ। ଗୁଣ୍ଡିଚା ମନ୍ଦିର ମଧ୍ୟରେ ସୁଦର୍ଶନ ପରିସ୍ରା କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହା ପରେ ଏପରି ପଦକ୍ଷେପ ନିଆଯାଇଥିବା ସୂତ୍ରରୁ ପ୍ରକାଶ।
BREAKING NEWS
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

Comments are closed.