Latest Odisha News

BREAKING NEWS

ବିଏମସି କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସ୍ଥାନୀୟ ସଂକ୍ରମଣ। ଏହାକୁ ଦୃଷ୍ଟିରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ ପକ୍ଷରୁ ବିଏମସି କାର୍ଯ୍ୟାଳୟରେ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି।

ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି। “ଆଜିଠାରୁ ଆହୁରି କଡାକଡି ହେବ ଏନଫୋର୍ସମେଣ୍ଟ ସାମାଜିକ ଦୂରତା ଏବଂ ମାସ୍କ ପିନ୍ଧିବା ଅଧିକ ଗୁରୁତ୍ୱ ଦିଆଯିବ । ଭୁବନେଶ୍ୱରରେ ମୋଟ କରୋନା ମାମଲା ୩୧୪ ଛୁଇଁଛି।

Leave A Reply

Your email address will not be published.