ଆଠଗଡ: ଆଠଗଡ ଡିଏସ୍ପିଙ୍କ ସମେତ ୨ ଜଣ କରୋନା ଚିହ୍ନଟ ହେବା ପରେ ଆଠଗଡ ଏନ୍ଏସିକୁ କଂଟେନମେଂଟ ଜୋନ୍ ଘୋଷଣା କରାଯାଇଛି । ଉପଜିଲ୍ଲପାଳ ଏହି ଘୋଷଣା କରିଛନ୍ତି । ଆଠଗଡ ଅଂଚଳର ୧୮ଟି ୱାର୍ଡକୁ ମଙ୍ଗଳବାର ଦିନ ଦୁଇଟା ଠାରୁ ତିନି ତାରିଖ ଶୁକ୍ରବାର ସକାଳ ୬ଟା ପର୍ୟ୍ୟନ୍ତ ଏହି ଅଞ୍ଚଳକୁ ସର୍ବସାଧାରଣଙ୍କ ଯାତାୟତକୁ ବାରଣ କରାଯାଇଛି। ସମଗ୍ର ଏନ୍ ଏସି ଅଞ୍ଚଳକୁ ସାନିଟାଇଜ୍ କରାଯିବା ସହ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଏ ସଂପର୍କରେ ଆଠଗଡ଼ ଉପ-ଜିଲ୍ଲାପାଳ ଅଜାମ୍ଵର ମହାନ୍ତି ସୂଚନା ଦେଇଛନ୍ତି।
BREAKING NEWS
- ଭୁବନେଶ୍ୱରରୁ ବ୍ରହ୍ମପୁର; ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ୬ ସ୍ଥାନରେ ଭିଜିଲାନ୍ସ ରେଡ୍
- Mann Ki Baat: ‘ମନ କି ବାତ୍’ରେ ସର୍ଜିକାଲ୍ ଷ୍ଟ୍ରାଇକ୍କୁ ମନେ ପକାଇଲେ ପିଏମ୍ ମୋଦୀ, କହିଲେ, ‘ଆତଙ୍କବାଦକୁ ଭାରତ ବରଦାସ୍ତ କରେନାହିଁ’
- Party Switch: ୧୧୧ ସାଂସଦ-ବିଧାୟକ ବଦଳାଇଛନ୍ତି ଦଳ, ବିଜେପିରେ ୨୯ ଜଣ…ଜାଣନ୍ତୁ ସବୁଠୁ ବେଶୀ କେଉଁ ଦଳ ଛାଡିଛନ୍ତି ନେତା?
- ଖୋଲିଲା ହୀରାକୁଦର ଆଉ ୨ ଗେଟ୍, ୨୨ ଗେଟରେ…
- ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତରପ୍ରଦେଶ; ୧୭ ମୃତ, ଅନେକ ଗାଁ ଜଳବନ୍ଦୀ
- UNSC ସ୍ଥାୟୀ ସଦସ୍ୟପଦ: ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ
- ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ଜଳକା ଜଳସ୍ତର, ବଢୁଛି ବନ୍ୟା ଆଶଙ୍କା
- ରବିବାର ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣିରଖନ୍ତୁ…
- Heavy Rain & Floods in Odisha:ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି; ଏରିଅଲ ସର୍ଭେରେ ଯିବେ ମୁଖ୍ୟମନ୍ତ୍ରୀ
- ବ୍ୟାଙ୍କ ଗ୍ରାହକଙ୍କୁ ଆଶ୍ୱସ୍ତି: ୩ ଦିନିଆ ଧର୍ମଘଟ ବେଳେ ମାଗଣାରେ ଏଟିଏମ୍ରୁ ଉଠାଇ ପାରିବେ ଟଙ୍କା, ଲାଗିବନି ଏକ୍ସଟ୍ରା ଚାର୍ଜ

Comments are closed.