ମୁମ୍ବାଇ: କ୍ରିକେଟର ସବୁଠାରୁ ଲୋକପ୍ରିୟ ପତ୍ରିକା ୱିଜଡେନ ୨୧ତମଶତାବ୍ଦୀର ମୂଲ୍ୟବାନ ଟେଷ୍ଟ ଖେଳାଳି ଚୟନ କରିଛି । ଶ୍ରୀଲଙ୍କାର ମୁଥୟା ମୁରଲୀଧରନଙ୍କୁ ଶ୍ରେଷ୍ଠ ବିବେଚିତ କରାଯାଇଥିବା ବେଳେ ଅଶ୍ଚର୍ଯ୍ୟଜନକ ଭାବେ ଭାରତର ରବୀନ୍ଦ୍ର ଜାଡେଜା ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ୱିଜଡେନ କ୍ରିକୱିଜ ରେଟିଂ ଆଧାର ଅନୁସାରେ ଏହି ଚୟନ କରିଛି । ୨୦୧୨ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଜାଡେଜା ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଶୃଙ୍ଖଳିତ ପ୍ରଦର୍ଶନ କରି ଆସିଛନ୍ତି ।
ଏହି ତାଲିକାରେ ଅଷ୍ଟ୍ରେଲ୍ରିାର ଷ୍ଟିଭ ସ୍ମିଥ, ଗ୍ଲେନ ମ୍ୟାକଗ୍ରା ଓ ଦକ୍ଷିଣ ଆଫ୍ରିକାର ଶନ ପୋଲାକ ଯଥାକ୍ରମେ ତୃତୀୟରୁ ଷଷ୍ଠ ସ୍ଥାନରେ ରହିଛନ୍ତି । ଜାଡେଜା ଦ୍ୱିତୀୟ ସ୍ଥାନ ପାଇଥିବା ନେଇ ୱିଜଡେନକୁ ଧନ୍ୟବାଦ ଜଣାଇଛନ୍ତି । ଟେଷ୍ଟ ଟିମର ବୋଲରଙ୍କ ମଧ୍ୟରେ ରବିଚନ୍ଦ୍ରନ ଅଶ୍ୱିନ ୮ମ, ଦିନିକିଆ ବ୍ୟାଟିଂରେ ବିରାଟ କୋହଲି ଷଷ୍ଠ ସ୍ଥାନରେ ଅନ୍ୟ ଭାରତୀୟ ଖେଳାଳି ଭାବେ ସ୍ଥାନ ପାଇଛନ୍ତି ।
BREAKING NEWS
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

Comments are closed.