ଭୁବନେଶ୍ୱର: କରୋନା ପଜିଟିଭ ଚିହ୍ନଟ ହେଲେ ଭୁବନେଶ୍ୱର ବିଏମସି କର୍ମଚାରୀ ।
ବିଏମସି ର ଇଂଜିନିଏରିଂ ବିଭାଗର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ନିର୍ବାହୀ ଯନ୍ତ୍ରୀ, ଜଣେ ସହକାରୀ ଯନ୍ତ୍ରୀ ଓ ଅନ୍ୟ ଜଣେ ଡ୍ରାଇଭର ଥିବା ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ବିଭାଗକୁ ସିଲ କରାଯିବା ସହ ବିଶୋଧନ କରାଯାଉଛି । ସମ୍ପୃକ୍ତ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକଟଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରି ଜାଣିବାକୁ ଉଦ୍ୟମ ଜାରି ରଖାଯାଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ବିଡିଏ କାର୍ଯ୍ୟାଳୟରୁ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହାକୁ ସିଲ କରାଯାଇ ସାନିଟାଇଜ ଜରାଯାଇଥିବା ସୂଚନା ।
BREAKING NEWS
- ସ୍ୱଚ୍ଛ ଶକ୍ତି ବୈଷୟିକ ଜ୍ଞାନ ଆଦାନପ୍ରଦାନ କରିବା ପାଇଁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ
- ଜଣେ ଶିକ୍ଷକଙ୍କ ଭରସାରେ ଚାଲୁଥିବା ସ୍କୁଲରେ ତୁରନ୍ତ ଶିକ୍ଷକ ନିୟୋଜନ ପାଇଁ କଡ଼ା ନିର୍ଦ୍ଦେଶ
- Turkey-Pakistan-Saudi defence deal:ସାଉଦି ଆରବ-ପାକ୍- ତୁର୍କୀ ମଧ୍ୟରେ ହୋଇଥିବା ନୂତନ ପ୍ରତିରକ୍ଷା ଚୁକ୍ତି ଉପରେ ଭାରତର ପ୍ରଥମ ପ୍ରତିକ୍ରିୟା
- ପୁଷ୍ପା ନିର୍ଦ୍ଦେଶକ ସୁକୁମାରଙ୍କ ସହ ହାତ ମିଳାଇଲେ ସାଉଥ ସୁପରଷ୍ଟାର ରାମ ଚରଣ
- Subhadra Yojana:ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା;୨୫ ଜୁଲାଇ ସୁଦ୍ଧା ଆବେଦନଗୁଡ଼ିକର…
- ଶ୍ରୀଲଙ୍କାର ସ୍ପିନ୍ ଟ୍ରାକରେ ଜିତିବାକୁ ଟିମ ଇଣ୍ଡିଆର ସ୍ୱତନ୍ତ୍ର ଯୋଜନା
- ରେଭେନ୍ସା ଅଚଳାବସ୍ଥା ଉପରେ କୁଳପତିଙ୍କ ବଡ଼ ବୟାନ, ଖୁବଶୀଘ୍ର ସମାଧାନ ନେଇ ଦେଲେ ଆଶ୍ୱାସନା
- ବାଲେଶ୍ୱରରେ ଘନଉଛି ବନ୍ୟା ବିପତ୍ତି, ବିପଦ ସଙ୍କେତ ଟପିଲା ଜଳକା ନଦୀ
- ଓଡ଼ିଶାରେ ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ସରକାରଙ୍କ ବଡ଼ ପଦକ୍ଷେପ
- ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ମାମଲାରେ ବନ୍ଧା ହେଲେ ପୂର୍ବତନ ବିଧାୟକଙ୍କ ଜ୍ୱାଇଁ

Comments are closed.