ଭୁବନେଶ୍ୱର: ରାଜ୍ୟରେ ବିଗୁଡୁଛୁ ପରିସ୍ଥିତି । ସୋମବାର ଆଉ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଯାଜପୁରରେ ପ୍ରଥମ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ବ୍ୟକ୍ତିଙ୍କ ବୟସ ୬୪ ହୋଇଥିବା ବେଳେ ସେ ମଧୁମେହ ରୋଗରେ ପୀଡିତ ଥିଲେ। ଏହାସହ ଆଉ ଏକ ନୂଆ ମୃତ୍ୟୁ ସହ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧ କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତିଙ୍କ ବୟସ ୭୭ ବର୍ଷ ହୋଇଥିବା ବେଳେ ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ରବିବାର ଦିନ ସୁନ୍ଦରଗଡ ଏବଂ ଗଜପତି ଜିଲ୍ଲା ଓଡିଶାର କରୋନା ଡେଥ ଲିଷ୍ଟରେ ଯୋଡି ହୋଇଥିବା ବେଳେ ଆଜି ଆୟ ଏକ ଜିଲ୍ଲା ଯୋଡି ହୋଇଛି । ଏହାପୂର୍ବରୁ ଏହି ଭୂତାଣୁ ଖୋର୍ଦ୍ଧାରେ ୭ ଜଣ, କଟକରେ ୪ ଜଣ ଏବଂ ପୁରୀ, ଅନୁଗୁଳ ଏବଂ ବରଗଡ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୁଣ୍ଡ ନେଇ ସାରିଛି ।
BREAKING NEWS
- Nuclear power plant: ଓଡ଼ିଶାରେ ହେବ ପରମାଣୁ ପ୍ଲାଣ୍ଟ! ସରକାରଙ୍କ ପାଖରେ ପହଞ୍ଚିଲେ ଟାଟା, ଆଦାନୀ…କାହା ହାତକୁ ଯିବ ପାଓ୍ବର ପ୍ଲାଣ୍ଟ ପ୍ରକଳ୍ପ?
- Boarding School:ପିଲାଙ୍କ ଭବିଷ୍ୟତ ପାଇଁ ବୋଡିଂ ସ୍କୁଲ ଛାଡିଥିଲେ ବାପା ମା’, ହଠାତ୍ ବେଡିଂ ବସ୍ତାନି ଧରି ଚାଲି ଚାଲି ଘରମୁହାଁ ହେଲେ ଛାତ୍ରଛାତ୍ରୀ
- ବାଘଛାଲ ଚୋରାଚାଲାଣର ପର୍ଦ୍ଦାଫାଶ, ଗିରଫ ଅଭିଯୁକ୍ତ
- Handloom Day: ‘କିଣନ୍ତୁ, ପିନ୍ଧନ୍ତୁ, ଭିଡିଓ କରନ୍ତୁ…’, GRWM ଟ୍ରେଣ୍ଡରେ ଦେଶୀ ବୁଣାକାରଙ୍କୁ ଦୁନିଆକୁ ଦେଖାଇବାକୁ କହିଲେ ପ୍ରଧାନମନ୍ତ୍ରୀ
- ହିଟ୍ ଆଣ୍ଡ୍ ରନ୍ ମାମଲା: କାରକୁ ଘୋଷାଡ଼ି ନେଲା ଯାତ୍ରୀବାହି ବସ
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ

Comments are closed.