ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ ପୂରା ବିଲଡିଂକୁ ସିଲ୍ କରାଯିବା ସହ ୨୦ ତାରିଖ ପର୍ୟ୍ୟନ୍ତ ୬୭ ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟିନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ବିଏମସି ପକ୍ଷରୁ ସମସ୍ତ ୬୭ ଜଣ କର୍ମଚାରୀଙ୍କ କରୋନା ଟେଷ୍ଟ କରାଯିବା ପାଇଁ ନିଷ୍ପତି ନିଆଯାଇଛି ।
BREAKING NEWS
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
- Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ
- ବିଶ୍ୱ ମହିଳା ଟିସ ଚେସ ଚାମ୍ପିୟନଶିପ: ପଦ୍ମିନୀଙ୍କୁ ବ୍ରୋଞ୍ଜ
Comments are closed.