ଗଜପତି: ରାଜ୍ୟରେ ହୁ ହୁ ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରକୁ ସଟଡାଉନ୍ କରାଯାଇଛି । ଜିଲ୍ଲାପାଳ ଅନୁପମ୍ ଶାହା ଏପରି ପଦକ୍ଷେପ ନେଇଛନ୍ତି। ଆସନ୍ତା ଶୁକ୍ର, ଶନି ଓ ରବିବାର ସଟ୍ଡାଉନ୍ ସମୟରେ ସମସ୍ତ ଜରୁରୀକାଳିନ ସେବା ଜାରି ରହିବା ସହିତ ପାରଳାଖେମୁଣ୍ଡିକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରାଯିବ। ଏଥିସହିତ ସଟଡାଉନ୍ ଚାଲିଥିବା ବେଳେ ୬୦ଟି ମେଡିକାଲ ଟିମ୍ ଦ୍ୱାରା ସହରରେ ସ୍କ୍ରିନିଂ କରାଯିବ।
BREAKING NEWS
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
Comments are closed.