ମାଲକାନଗିରି: ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା ଏନ୍ଏସିକୁ ସମ୍ପୂର୍ଣ୍ଣ ଭାବେ ସଟ୍ଡାଉନ୍ କରାଯାଇଛି। ଆସନ୍ତାକାଲି ମଧ୍ୟରାତ୍ରରୁ ୧୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ସଟ୍ଡାଉନ୍ ନେଇ ଘୋଷଣା ହୋଇଛି।
ଆଜି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ନୂଆ ୩୬ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ମ୍ୟୁନିସିପାଲିଟିରୁ ୨୦ଜଣ ବାଲିମେଳା ଏନ୍ଏସିରୁ ୧୫ ଏବଂ ଖଇରପୁଟ ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Comments are closed.