ଭୁବନେଶ୍ୱର: ଲକଡାଉନ କଟକଣା ହେବ ଆହୁରି କଡାକଡି । ଏଣିମି ବିନା ଅନୁମତି ପତ୍ରରେ ଛାଡିବନି ପୋଲିସ । କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେ ନାହିଁ । କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ରହିବାକୁ ବାଧ୍ୟ । ନାଁ ନଥିଲେ ଆଉ ଅଫିସ ଯାଇପାରିବେନି କର୍ମଚାରୀ । ଏନେଇ ସୋମବାରଠାରୁ ନିୟମ କଡାକଡି ହେବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ କହିଛନ୍ତି । ଶନିବାର କିଛି କର୍ମଚାରୀ ବିନା ଅନୁମତିରେ ଯାଉଥିବା ବେଳେ ଧରାପଡିଥିବାରୁ କମିଶନର ଏହା କହିଥିବା ସୂଚନା ମିଳିଛି ।
BREAKING NEWS
- ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ
- ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର
- ଅଫିସିଆଲ ଘୋଷଣା,ନିର୍ଦ୍ଦେଶନା ଦେବେ ହ୍ରିିତିକ ରୋଶନ
- ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ
- ବେଆଇନ ଗୁଟ୍ଖା ଚାଲାଣବେଳେ ମାଡି ବସିଲା ପୋଲିସ
- ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ
- ତୁର୍କୀ ଫିଲ୍ମରେ ଏଣ୍ଟ୍ରି କଲେ କି ବିରାଟ କୋହଲି, ଭିଡିଓ ଭାଇରାଲ…
- ମାଡ୍ରାସ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ କୁନାଲ କାମରା
- ରାଜଧାନୀରେ ଟ୍ରାଫିକ୍ କଟକଣା; ସନ୍ଧ୍ଯା ୫ରୁ ମଧ୍ୟରାତ୍ରି ଯାଏଁ ଲାଗୁ…
- ଖୁସି ଖବର; ୨% ମହଙ୍ଗା ଭତ୍ତା ବଢାଇଲା କେନ୍ଦ୍ର
Comments are closed.