ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ବିଜୟ ମହାନ୍ତିଙ୍କ ବିୟୋଗରେ ସେ ଗଭୀର ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । କଳାର ଯାଦୁରେ ପିଢି ପରେ ପିଢି ପ୍ରଶଂସକଙ୍କୁ ସେ ବାନ୍ଧି ରଖି ପାରିଥିଲେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ବିଜୟ ନମହାନ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କଷ୍ଟକର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରବର୍ଗଙ୍କୁ ଧୈର୍ୟ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି ।
BREAKING NEWS
- ୨ ଉପମୁଖ୍ୟମନ୍ତ୍ରୀ ପଦବୀ ମାମଲା:ଜନସ୍ୱାର୍ଥ ମାମଲାକୁ ଖାରଜ କଲେ ହାଇକୋର୍ଟ
- ମା’ଙ୍କ ଶେଷକୃତ୍ୟ ପାଇଁ ମିଳିଲା ପାରୋଲ: ୬୫୪ ଦିନ ପରେ ୫ ଘଣ୍ଟା ପାଇଁ ଜେଲ୍ ରୁ ବାହାରିଲେ ଚିନ୍ମୟ କୃଷ୍ଣ
- Heavy Rain: କାଲି ଏହି ଜିଲ୍ଲାର ସମସ୍ତ ଅଙ୍ଗନବାଡି ,ସ୍କୁଲ୍ ଛୁଟି
- ଡକ୍ଟର ପ୍ରତିଭା ରାୟଙ୍କୁ ଭାରତର ସର୍ବୋଚ୍ଚ ସାହିତ୍ୟ ସମ୍ମାନ ସାହିତ୍ୟ ଅକାଦେମୀ ଫେଲୋସିପ୍ ପ୍ରଦାନ
- ଭୁବନେଶ୍ୱରବାସୀଙ୍କ ମୌଳିକ ସମସ୍ୟା ପ୍ରତି ଚରମ ଅବହେଳା ପ୍ରତିବାଦରେ ବି.ଏମ୍.ସି. ଘେରିଲା ଓଜେସି
- Odisha Orangutan Rescue:ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ: ମୁଖ୍ୟମନ୍ତ୍ରୀ
- ଏଥର ଆଗୁଆ ଆସିପାରେ ଖରାଦିନ, ଶୀଘ୍ର ସମାପ୍ତ ହୋଇପାରେ ମୌସୁମୀ: ପ୍ରସ୍ତୁତି ହେଲେଣି ରାଜ୍ୟ ସରକାର
- ଓରାଙ୍ଗ ଉଟାନ ଚାଲାଣରେ ସମ୍ପୃକ୍ତି ଥିବା ବ୍ୟକ୍ତି ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ନେସନାଲ ଜୁ ଅଥରିଟିକୁ ଚିଠି
- ଟି ସର୍ଟ ମାଧ୍ୟମରେ ଅଗରକରଙ୍କୁ ଟାର୍ଗେଟ କରିଛନ୍ତି କି ରୋହିତ
- Operation Anweshan:ଓଡ଼ିଶା ପୋଲିସକୁ ବଡ ସଫଳତା;୧୦୧ ଶିଶୁ ଉଦ୍ଧାର,ସର୍ବାଧିକ ୩୦ ଶିଶୁ ପଶ୍ଚିମବଙ୍ଗରୁ…

Comments are closed.