ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୭୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୮୯ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।
Covid-19 Report For 25th July
New Positive Cases: 1376
In Quarantine: 917
Local Contacts: 459(Details of local contacts will be shared by concerned District Administration)
District Wise Cases
1. Angul: 5
2. Balasore: 29
3. Bargarh: 7
4. Bhadrak: 10
5. Balangir: 19— I & PR Department, Odisha (@IPR_Odisha) July 26, 2020
22. Mayurbhanj: 22
23. Nawarangpur: 21
24. Nayagarh: 30
25. Nuapada: 4
26. Puri: 91
27. Rayagada: 45
28. Sambalpur: 17
29. Sonepur: 5
30. Sundargarh: 33New Recoveries: 728
Cumulative Tested: 458120
Positive: 25389
Recovered: 15928
Active Cases: 9287— I & PR Department, Odisha (@IPR_Odisha) July 26, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୪୫୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ୧୩୭୬ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୭୨୮ ଜଣ ସୁସ୍ଥ ହୋଇଛନ୍ତି।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୯୨୮୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୫,୯୨୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୪୦ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.