କଟକ: ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ଟେଷ୍ଟିଂକୁ ଦିଆଯାଉଛି ଅଧିକ ଗୁରୁତ୍ୱ । ଟେଷ୍ଟିଂ ପାଇଁ ସିଏମସିରେ ୪ଟି ମୋବାଇଲ ୟୁନିଟ, ୪ଟି ଫିକ୍ସଡ ସେଣ୍ଟର କାମ କରୁଛି। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସିଏମ୍ସି କମିସନର ଅନନ୍ୟା ଦାସ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଗ୍ରାମାଂଚଳରେ ୧୩ଟି ବ୍ଲକ ଲେବଲ ଟେଷ୍ଟିଂ ଟିମ କାମ କରୁଛନ୍ତି। କଣ୍ଟେନମେଣ୍ଟ ଜୋନରେ ଟେଷ୍ଟିଂକୁ ବଢ଼ାଇ ଦିଆଯାଇଛି। କଟକରେ ପଂଜୀକୃତ ଘରୋଇ ଲ୍ୟାବ ଆଣ୍ଟିଜେନ ଟେଷ୍ଟ କରିପାରିବେ। ପୋଷ୍ଟ ପିଜି ଡକ୍ଟରଙ୍କୁ ନିଯୁକ୍ତ କରାଯାଇଛି। ସିସିସିରେ ପିଜି ଡାକ୍ତର ନିଯୁକ୍ତ କରାଯାଇଛି। କଟକରେ କରୋନା ଯେପରି ଭାଇଚାରା ଭାଙ୍ଗି ନପାରିବ, ସେଥିପାଇଁ ଆମେ ଗୁରୁତ୍ୱ ଦେବା। କିନ୍ତୁ ସମସ୍ତଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନିବାର ଅଛି ବୋଲି ସିଏମସି କମିସନର କହିଛନ୍ତି ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.