ମୁମ୍ବାଇ: ବଲିଉଡର ବିବାଦୀୟ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା ଏବେ ନ୍ୟୁଜ ଆଙ୍କର ଅର୍ଣ୍ଣବଙ୍କ ଉପରେ ଫିଲ୍ମ ନିର୍ମାଣ କରିବେ । ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଫିଲ୍ମର ଟାଇଟଲ ରହିଛି ‘ଅର୍ଣ୍ଣବ- ଦି ନ୍ୟୁଜ ପ୍ରଷ୍ଟିଚ୍ୟୁଟ୍’ ।
ରିପବ୍ଲିକ ଟିଭି ମୁଖ୍ୟ ଅର୍ଣ୍ଣବ ଗୋସ୍ୱାମୀ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡର ବଡ ବଡ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଟାର୍ଗେଟ କରି ବିଭିନ୍ନ ଆଲୋଚନା ମାନ କରୁଛନ୍ତି । ଏଥି ପାଇଁ ଆରଜିଭି ତାଙ୍କୁ ନେଇ ଏକ ଫିଲ୍ମ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
My film on him is titled
“ARNAB”
THE NEWS PROSTITUTE
After extensively studying him I mulled on whether the tagline should be The News Pimp or The News Prostitute though both are relevant I finally settled on prostitute for its sound.— Ram Gopal Varma (@RGVzoomin) August 3, 2020
BREAKING NEWS
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍
- ସୌମ୍ୟରଞ୍ଜନ ହତ୍ୟା ମାମଲା: DGP କହିଲେ, ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବା ପର୍ଯ୍ୟନ୍ତ ଜାରି ରହିବ ତଦନ୍ତ
- ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି; ବିରୋଧୀଙ୍କ ପ୍ରତିବାଦରେ ସାମିଲ ବିଜେଡି
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି


Comments are closed.