ସମ୍ବଲପୁର: ଏବେ କିଲର ଭାଇରସ କରୋନା କବଳରେ କୋଭିଡ ଯୋଦ୍ଧା । ବର୍ଲା ଭୀମସାରର ୯ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ମେଡିସିନ ବିଭାଗର ୯ ଡାକ୍ତରଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ମେଡିସିନ ବିଭାଗର ଓପିଡିକୁ ଆଜି ପାଇଁ ବନ୍ଦ ରଖାଯାଇଛି । ଏନେଇ ଭୀମସାର ନିର୍ଦ୍ଦେଶକ ଡାକ୍ତର ଲଳିତ କୁମାର ମୋହନ ସୂଚନା ଦେଇଛନ୍ତି ।
BREAKING NEWS
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
Comments are closed.