ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୯ରୁ ଆରମ୍ଭ ହେବ ଓଜେଇ ପରୀକ୍ଷା । ୯ରୁ ଆରମ୍ଭ ହୋଇ ୧୫ ତାରିଖ ଯାଏଁ ଚାଲିବ । ଚଳିତ ବର୍ଷ ସିବିଟି ମୋଡରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ଏଥିଲାଗି ଓଡ଼ିଶାର ୧୬ ଜିଲ୍ଲାର ପଲିଟେକନିକ ଓ ଆଇଟିଆଇ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ବୈଷୟିକ ଓ ତାଲିମ ନିର୍ଦ୍ଦେଶାଳୟ । ପରୀକ୍ଷା କେନ୍ଦ୍ର ଚୟନ ପାଇଁ ଚିଠି କରାଯାଇଛି । ଜେଇଇ ଓ ଟିସିଏସ ଅଧିକାରୀ ବିଭିନ୍ନ କଲେଜ ବୁଲି ପରୀକ୍ଷା କେନ୍ଦ୍ର ଚୟନ କରିବେ ବୋଲି ବୈଷୟିକ ଶିକ୍ଷା ଓ ତାଲିମ୍ ନିର୍ଦ୍ଦେଶାଳୟ ପକ୍ଷରୁ ନିଷ୍ପତ୍ତି ହୋଇଛି।
BREAKING NEWS
- ଶ୍ରୀଲଙ୍କାର ସ୍ପିନ୍ ଟ୍ରାକରେ ଜିତିବାକୁ ଟିମ ଇଣ୍ଡିଆର ସ୍ୱତନ୍ତ୍ର ଯୋଜନା
- ରେଭେନ୍ସା ଅଚଳାବସ୍ଥା ଉପରେ କୁଳପତିଙ୍କ ବଡ଼ ବୟାନ, ଖୁବଶୀଘ୍ର ସମାଧାନ ନେଇ ଦେଲେ ଆଶ୍ୱାସନା
- ବାଲେଶ୍ୱରରେ ଘନଉଛି ବନ୍ୟା ବିପତ୍ତି, ବିପଦ ସଙ୍କେତ ଟପିଲା ଜଳକା ନଦୀ
- ଓଡ଼ିଶାରେ ଦାଦନ ସମସ୍ୟା ରୋକିବ ‘ପ୍ରୋଜେକ୍ଟ ବ୍ଲେସ୍’: ସରକାରଙ୍କ ବଡ଼ ପଦକ୍ଷେପ
- ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ମାମଲାରେ ବନ୍ଧା ହେଲେ ପୂର୍ବତନ ବିଧାୟକଙ୍କ ଜ୍ୱାଇଁ
- ମହିଳା ଥାନାରୁ ଚମ୍ପଟ ମାରିଥିବା ଦୁଷ୍କର୍ମ ଅଭିଯୁକ୍ତ ବେଙ୍ଗାଲୁରୁରୁ ଗିରଫ
- ବିବାଦୀୟ ଏଫସିଆରଏ ବିଲକୁ ବିରୋଧ ପାଇଁ କଂଗ୍ରେସର ବଡ଼ ରଣନୀତି, ଜାରି ହେଲା ହୁଇପ୍
- କେନ୍ଦୁଝରରେ ବଡ଼ ଧରଣର ବ୍ୟାଙ୍କ ଠକେଇ: ଗ୍ରାହକଙ୍କ ଆକାଉଣ୍ଟରୁ ୩ କୋଟି ଲୁଟିଲେ ବାପା ପୁଅ
- ଭୂକମ୍ପ ନା ଅଲୌକିକ ଶକ୍ତି? ମୋରବୀର ନୂଆ କୂଅରେ ସମୁଦ୍ର ଭଳି ଉଛୁଳୁଛି ପାଣି
- ହାଇ ବିପି ଔଷଧ ଖାଉଛନ୍ତି କି? କ୍ୟାନସର ହେବା ନେଇ ଡବ୍ଲ୍ୟୁଏଚଓ ର ବଡ଼ ଚେତାବନୀ

Comments are closed.