ଭୁବନେଶ୍ୱର:ଆୟୁଷ ନିର୍ଦ୍ଦେଶକ ତଥା ଓଏଏସ୍ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୈତିକ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ସରକାର । ପୂର୍ବରୁ ନିଜ ଅଫିସ ର ମହିଳା କର୍ମଚାରୀଙ୍କୁ ଅସଦବ୍ୟବାହାର କରିଥିବା ଅଭିଯୋଗ ଥିଲା । ଏନେଇ ଗତ ଜୁଲାଇ ମାସରେଏହି ମାମଲାରେ ବିଭୁପ୍ରସାଦ ଗିରଫ ମଧ୍ୟ ହୋଇଥିଲେ । ଏହାସହ ଆୟୁଷ ନିର୍ଦ୍ଦେଶକ ପଦରୁ ମଧ୍ୟ ବିଭୁଙ୍କୁ ନିଲମ୍ବିତ କରାଯାଇଥିଲା ।
BREAKING NEWS
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Comments are closed.