ଭୁବନେଶ୍ୱର: ଆଜି ଓଏସ୍ଏସ୍ଟିଟି ତଥା ଓଡ଼ିଶା ସେକେଣ୍ଡାରୀ ଟିଚର ଏଲିଜିବିଲିଟି ଟେଷ୍ଟ ପରୀକ୍ଷାର ପ୍ରକାଶ ପାଇବ ରେଜଲ୍ଟ । ପରୀକ୍ଷାର୍ଥୀ www.osstet.co.in ଦେଖିପାରିବେ ନିଜ ରେଜଲ୍ଟ । ନିଜ ମେଲ୍ ଆଇଡି ଓ ପାସ୍ୱାର୍ଡ ଦେଇ ପରୀକ୍ଷାର୍ଥିମାନେ ମୋବାଇଲ୍ରେ ନିଜ ପରୀକ୍ଷା ଫଳ ଦେଖିହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ପରୀକ୍ଷା ପରିଚାଳନା ହେଉଛି । ଜାନୁଆରୀ ୨୨ରେ ହୋଇଥିଲା ପରୀକ୍ଷା ।
BREAKING NEWS
- ‘ଅପରେସନ ସିନ୍ଦୁର’ କଥା ପୁଣି ଦୋହରାଇଲେ ଟ୍ରମ୍ପ: କହିଲେ- ଟାରିଫ୍ ଧମକ ଦେବାରୁ ଟଳିଲା ଭାରତ-ପାକିସ୍ତାନର ପରମାଣୁ ଯୁଦ୍ଧ
- ମହାନଦୀରେ ମାଡ଼ି ଆସୁଛି ବନ୍ୟା, ସୁରକ୍ଷିତ ସ୍ଥାନ ଯିବାକୁ ନଦୀକୂଳିଆ ଲୋକଙ୍କୁ ସରକାରଙ୍କ ଅପିଲ୍
- ମାସର ପ୍ରଥମ ଦିନରୁ ଖୁସି ଖବର: ଶସ୍ତା ହେଲା LPG ସିଲିଣ୍ଡର
- ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍
- ଚାରିଦିନିଆ ଓଡ଼ିଶା ଗସ୍ତରେ ବିହାରର କ୍ରୀଡ଼ା ମନ୍ତ୍ରୀ;ଉଚ୍ଚସ୍ତରୀୟ କ୍ରୀଡ଼ା ଭିତ୍ତିଭୂମିର ପରିଚାଳନା ବିଷୟରେ ଜାଣିବା ପାଇଁ…
- ‘ରନ୍ଧନ ତୈଳ ଉତ୍ପାଦନ ବଢ଼ାଅ,ମଜବୁତ ହେବ ଜାତୀୟ ଅର୍ଥନୀତି’
- SIR 2026: ଭୋଟର ତାଲିକା ସଂଶୋଧନ ପାଇଁ ସମୟ ବୃଦ୍ଧି…
- Terror attack in J&K:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ;ଜଣେ ମୃତ, ଅନ୍ୟ ଜଣେ ଆହତ
- କମନୱେଲଥ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଡେ
- ଇପିଏଫଓ ଆକାଉଣ୍ଟରୁ ଉଡ଼ିଗଲା ୧୯.୩୩ କୋଟି ଟଙ୍କା! ନୋକିଆ କର୍ମଚାରୀଙ୍କ ନାଁରେ CBI ର ଏଫଆଇଆର୍
Comments are closed.