ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଆଜି ୨ ମାସ ପୂର୍ଣ୍ଣ ହୋଇଛି । ଶୁକ୍ରବାର ଜଷ୍ଟିସ ଫର ଏସଏସଆର କ୍ୟାମ୍ପେନରେ ସାମିଲ ହୋଇଛନ୍ତି ପରିଣୀତି ଚୋପ୍ରା । ସେ ଏଥିନେଇ ସୋସିଆଲ ସାଇଟରେ ଖୋଲାଖୋଲି ଭାବେ ସମର୍ଥନ କରିବା ସହ ସିବିଆଇ ତଦନ୍ତ ସପକ୍ଷରେ ଯୁକ୍ତି ବାଢ଼ିଛନ୍ତି । ସେ ଏକ ଷ୍ଟୋରୀ ଶେୟାର କରିଛନ୍ତି ଯାହା କି ଭାଇରାଲ ହେବାରେ ଲାଗିଛି ।
ଏଥିରେ ସେ ଜିୟା ଖାଁଙ୍କ ଉଦାହରଣ ମଧ୍ୟ ଯୋଡିଛନ୍ତି । ପୂର୍ବରୁ ବରୁଣ ଧାୱନ ମଧ୍ୟ ସୁଶାନ୍ତଙ୍କୁ ନ୍ୟାୟ ମିଳିବା ଉଚିତ ବୋଲି ଦାବୀ କରିଥିଲେ । ସୁଶାନ୍ତଙ୍କ ମୃତ୍ୟୁ ପଛରେ ପ୍ରକୃତ ଷଡଯନ୍ତ୍ରକାରୀ କିଏ ତାହାର ତଦନ୍ତ ପୋଲିସ କରୁଛି ।
BREAKING NEWS
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
- ଉତ୍କଳିକା – କୋଚିନ ଓଡ଼ିଆ ସଂଘ ଦ୍ୱାରା ୧୬ତମ ପ୍ରତିଷ୍ଠା ଦିବସ ଓ ଉତ୍କଳ ଦିବସ ପାଳିତ
- ସିଙ୍ଗାପୁରରେ ପାଳିତ ହେଲା ଉତ୍କଳ ଦିବସ ୨୦୨୬, ମନମୁଗ୍ଧ କଲେ ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ
Comments are closed.