Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୧୫୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ବଢ଼ୁଛି କରୋନା ସୁସ୍ଥ ହାର । ରାଜ୍ୟରେ ଆଜି  ଆଉ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୫୩୧୫ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪,  କୋରାପୁଟରୁ ୭୩, ବରଗଡରୁ ୭୦, ନୟାଗଡରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨ ଜଣ ରହିଛନ୍ତି ।

ସେହିପରି କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁଡାରୁ ୧୯, ମୟୂରଭଞ୍ଜରୁ ୧୭, କେଉଁଝରରୁ ୧୭, ଢେଙ୍କାନାଳରୁ ୧୫, ରାୟଗଡାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୭, ଜଗତସିଂପୁରରୁ ୬, ନୂଆପଡାରୁ ୨ ଓ ସୋନପୁରରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.