ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ବର୍ତ୍ତମାନ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ହୀରାକୁଦର ଜଳସ୍ତର ୬୧୭.୦୭ ଫୁଟ ରହିଛି । ସେକେଣ୍ଡକୁ ୩ଲକ୍ଷ ୫୫ ହଜାର କ୍ୟୁସେକ୍ ଜଳ ପ୍ରବେଶ ହେଉଛି । ସେକେଣ୍ଡକୁ ୨ ଲକ୍ଷ ୪୬ ହଜାର ମ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ଏନେି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- Jammu Kashmir Earthquake: ଭୂକମ୍ପ ଝଟକାରେ ଥରିଲା ଜମ୍ମୁ-କାଶ୍ମୀର; ରିକ୍ଟର ସ୍କେଲରେ ତିବ୍ରତା…
- ୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ, ଅବମାନନା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
- ଆମେରିକାର ଜର୍ଜିଆରେ ହୋଟେଲ ବାହାରେ ଫୁଟିଲା ଗୁଳି; ପୋଲିସ ଅଧିକାରୀ ମୃତ, ଜଣେ ଗୁରୁତର
- BJD: ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା
- Union Budget 2026:ଏହା ଦରଦାମ୍ ବଢାଇବ ଓ ବେକାରୀ ସମସ୍ୟା ବୃଦ୍ଧି କରିବ…ବଜେଟକୁ ନେଇ କହିଲେ କେଜରିୱାଲ
- Dzukou valley: ମଣିପୁର ଜଙ୍ଗଲରେ ନିଆଁ;ବାୟୁସେନାର ହେଲିକପ୍ଟର ୪୦ହଜାର ଲିଟର ପାଣିର କଲାଣି ବର୍ଷା
- Ganja Seized: ୮୦ କେଜି ଗଞ୍ଜେଇ ଜବତ, ବନ୍ଧାହେଲା ଅଭିଯୁକ୍ତ
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
Comments are closed.