ଭୁବନେଶ୍ୱର: ହିାଧିକାରୀଙ୍କ ପାଇଁ ଖୁସି ଖବର । ଏକା ଥରକେ ୪ ମାସର ମଧୁବାବୁ ପେନ୍ସନ୍ ଟଙ୍କା ପାଇବେ ହିତାଧିକାରୀ । ଏନେଇ ଆଜି ସରକାର ନିଷ୍ପତ୍ତି ନେଇଛନ୍ତି । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳିନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.