Latest Odisha News

BREAKING NEWS

ସେପ୍ଟେମ୍ବର ୫ ରେ ଯୁକ୍ତ ୨ କଳା ପରୀକ୍ଷା ଫଳ

ଭୁବନେଶ୍ୱର: ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇଁ ଘୋଷଣା ହୋଇଛି ତାରିଖ ।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଦିନ ଏନେଇ ସୂଚନା ଦେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ ଟା ସମୟରେ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବା ନେଇ ସୂଚନା ମିଳିଛି।

Comments are closed.