Latest Odisha News

BREAKING NEWS

ରାଜ୍ୟରେ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ମନ୍ତ୍ରୀ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ପିଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ମନ୍ତ୍ରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପଦ୍ମିନୀ ହୋମ୍‌ ଆଇସୋଲେନ୍‌ରେ ଅଛନ୍ତି। ବର୍ତ୍ତମାନ ସେ ସୁସ୍ଥ ଥିବା କହିଛନ୍ତି।

ପଦ୍ମିନୀଙ୍କ ପୂର୍ବରୁ ଆହୁରି ଅନେକ ରାଜନେତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Comments are closed.