କେନ୍ଦୁଝର: କେନ୍ଦୁଝରର ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସୂଚନା ଦେଇଛନ୍ତି ବିଧାୟକ । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏଯାଏ ୧୯ ବିଧାୟକ ଓ ୩ ସାଂସଦ କୋରୋନା ପଜିଟିଭ୍ ଚିହ୍ନଟ ହେଲେଣି। ସେମାନଙ୍କ ମଧ୍ୟରେ ୩ ଜଣ ମନ୍ତ୍ରୀ ଥିବା ସୂଚନା ମିଳିଛି।
BREAKING NEWS
- Naxal Encounter: ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ମାଓବାଦୀ ନିହତ;ଜଣେ ଯବାନ ସହିଦ, ଆଉ ଜଣେ ଆହତ
- ଚର୍ଚ୍ଚାରେ ବେଲଜିୟମର କୁନି ଆଇନଷ୍ଟେଇନ
- ସକାଳୁ ଉଷୁମ ପାଣି ସହ ଘିଅ ପିଅନ୍ତୁ, ୧୫ ଦିନରେ ଦୂର ହେବ ଏହି ସମସ୍ୟା…
- ପୁଟିନଙ୍କ ଗସ୍ତ ପୂର୍ବରୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିକୁ ମଞ୍ଜୁରୀ ଦେଲା ଋଷ
- Bomb threat emails: ଏହି ବିଶ୍ୱବିଦ୍ୟାଳୟର ଦୁଇଟି କଲେଜକୁ ବୋମା ଧମକ, ସୁରକ୍ଷା ଏଜେନ୍ସି ସଜାଗ
- CHSE +2exam: +୨ ପରୀକ୍ଷା ପାଇଁ ତାରିଖ ଘୋଷଣା; ଫେବୃୟାରୀ୧୮ରୁ ଥିଓରି, ପ୍ରାକ୍ଟିକାଲ ଜାନୁଆରୀ…
- ଛାଡପତ୍ର ପରେ ମହିଳାମାନେ ଫେରି ପାଇବେ ଯୌତୁକ: ସୁପ୍ରିମକୋର୍ଟ
- ଅଭ୍ୟାସ ଆରମ୍ଭ କଲେ ଶୁଭମନ ଗିଲ
- ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ନେଇଛନ୍ତି କୋଟିଏ ୬୦ ଲକ୍ଷ..
- କୋହଲି ଖେଳିବେ ବିଜୟ ହଜାରେ ଟ୍ରଫି
Comments are closed.