Latest Odisha News

BREAKING NEWS

ଗୋଟିଏ ଦିନରେ ରାଜ୍ୟରେ ୩୭୦୦ ଟପିଲା କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରାଳ ରୂପ ନେଲାଣି କରୋନା ଭୂତାଣୁ। କିଛି ଦିନ ହେବ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଟପୁଛି।

୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୭ ଶହ ୪୮ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୨୨୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୫୩୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୫ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୫୧୩୦ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୩୨ ହଜାର ୩୧୨ ଓ ସୁସ୍ଥ ହେଲେଣି ୧ ଲକ୍ଷ ୨୧ ହଜାର ୮୫ ଜଣ।

 

Leave A Reply

Your email address will not be published.