ପୁରୀ: ସଗଣ୍ଡଗୋଳକୁ କେନ୍ଦ୍ର କରି ସ୍କୁଲରେ ଛୁରାମାଡ଼ । ଜଣେ ଛାତ୍ରର ଛୁରାମାଡ଼ରେ ଆଉ ଜଣେ ଛାତ୍ର ଆହତ । ପୁରୀ ଭୋଳାନାଥ ସ୍କୁଲରେ ଏହି ଘଟଣା ଘଟିଛି । ଆକ୍ରମଣରେ ଜଣେ ନବମ ଶ୍ରେଣୀ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଛୁରା ମାଡ଼ କରିଥିବା ନବମ ଶ୍ରେଣୀ ଛାତ୍ର ଫେରାର ଅଛି । ଘଟଣାସ୍ଥଳରେ କୁମ୍ଭାରପଡ଼ା ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । ତେବେ କେଉଁ ଘଟଣାକୁ କେନ୍ଦ୍ର କରି ଛୁରାମାଡ଼ ହେଲା ତାହା ଅସ୍ପଷ୍ଟ ରହିଛି । ଆକ୍ରମଣକାରୀ ଛାତ୍ର କେଉଁଠୁ ଛୁରୀ ଆଣିଲା ତାହା ବି ଜଣା ପଡ଼ିନି ।
BREAKING NEWS
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
Comments are closed.