Latest Odisha News

BREAKING NEWS

ଛାତ୍ରଙ୍କ ନାଁରେ ୩୮କୋଟି ଟଙ୍କାର ଜିଏସଟି ଠକେଇ ନେଇ ନୋଟିସ୍

ରାଉରକେଲା: ରାଉରକେଲାରେ ଜଣେ କଲେଜ ଛାତ୍ରଙ୍କ ନାଁରେ ଆସିଛି ଜିଏସଟି ଠକେଇ ଅଭିଯୋଗ । ଛାତ୍ର ଜଣଙ୍କ ହେଉଛନ୍ତି ରାଉରକେଲା ଜଗଦା ଅଞ୍ଚଳର ଘଟେଶ୍ବର ବାଗ । ଷ୍ଟାର ବିଲେଟ୍ ନାଁରେ କମ୍ପାନୀ ଖୋଲି ୩୮କୋଟି ଟଙ୍କାର ଜିଏସଟି ଠକେଇ କରିଥିବା ନେଇ ଘଟେଶ୍ବରଙ୍କ ନାଁରେ ଅଭିଯୋଗ ହୋଇଛି । ଜିଏସଟି ପକ୍ଷରୁ ଛାତ୍ରଙ୍କ ନିକଟକୁ ନୋଟିସ୍ ଆସିଥିବା ଜଣାପଡିଛି ।

Leave A Reply

Your email address will not be published.